Online Bibel

- Annoncer -




2 ବଂଶାବଳୀ 11:18 - ଓଡିଆ ବାଇବେଲ

18 ପୁଣି, ରିହବୀୟାମ ମହଲତ୍‍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍‍ର ଓ ଯିଶୀର ପୁତ୍ର ଇଲୀୟାବ୍‍ର କନ୍ୟା ଅବୀହୟିଲର କନ୍ୟା ଥିଲା;

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ରିହବୀୟାମ୍ ମହଲତ୍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍ର ଓ ଯିଶୀର ପୁତ୍ର ଇଲୀୟାବର କନ୍ୟା ଅବୀହୟିଲର କନ୍ୟା ଥିଲା;

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ରିହବୀୟାମ ମହଲତ୍‍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍‍ର ଓ ଯିଶୀର ପୁତ୍ର ଇଲୀୟାବ୍‍ର କନ୍ୟା ଅବୀହୟିଲର କନ୍ୟା ଥିଲା;

Se kapitlet Kopi

ପବିତ୍ର ବାଇବଲ

18 ରିହବିୟାମ୍ ମହଲତ୍‌କୁ ବିବାହ କଲେ। ତାଙ୍କର ପିତା ଥିଲେ ଯିରେମୋତ୍‌ର। ତାଙ୍କର ମାତା ଥିଲେ ଅବୀହେଲିୟ। ଯିରେମୋତ୍‌ର ଦାଉଦଙ୍କ ପୁତ୍ର ଥିଲେ। ଅବୀହେଲିୟ ଇଲିୟାବଙ୍କ କନ୍ୟା ଥିଲେ। ଇଲିୟାବ୍ ଯିଶୀଙ୍କ ପୁତ୍ର ଥିଲେ।

Se kapitlet Kopi




2 ବଂଶାବଳୀ 11:18

Følg os:

Annoncer


Annoncer