Online Bibel

- Annoncer -




2 ବଂଶାବଳୀ 14:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ଅବୀୟଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ ନଗରରେ ତାଙ୍କୁ କବର ଦେଲେ, ଆଉ ତାଙ୍କର ପୁତ୍ର ଆସା ତାଙ୍କ ପଦରେ ରାଜ୍ୟ କଲେ। ଏହାଙ୍କ ଅଧିକାର ସମୟରେ ଦେଶ ଦଶ ବର୍ଷ ସୁସ୍ଥିର ରହିଲା।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥି ଉତ୍ତାରେ ଅବୀୟ ଆପଣା ପିତୃଲୋକଙ୍କ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ ନଗରରେ ତାଙ୍କୁ କବର ଦେଲେ, ଆଉ ତାଙ୍କର ପୁତ୍ର ଆସା ତାଙ୍କ ପଦରେ ରାଜ୍ୟ କଲେ। ଏହାଙ୍କ ଅଧିକାର ସମୟରେ ଦେଶ ଦଶ ବର୍ଷ ସୁସ୍ଥିର ରହିଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଅବୀୟଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ, ଆଉ ତାଙ୍କର ପୁତ୍ର ଆସା ତାଙ୍କ ପଦରେ ରାଜ୍ୟ କଲେ। ଏହାଙ୍କ ଅଧିକାର ସମୟରେ ଦେଶ ଦଶ ବର୍ଷ ସୁସ୍ଥିର ରହିଲା।

Se kapitlet Kopi

ପବିତ୍ର ବାଇବଲ

1 ଅବିୟ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ଲୋକମାନେ ତାଙ୍କୁ ଦାଉଦଙ୍କ ନଗରରେ କବର ଦେଲେ। ଏହା ପରେ ଅବିୟଙ୍କ ପୁତ୍ର ଆସା, ଅବିୟଙ୍କ ସ୍ଥାନରେ ନୂତନ ରାଜା ହେଲେ। ଦଶ ବର୍ଷ ପର୍ଯ୍ୟନ୍ତ ଦେଶରେ ଶାନ୍ତି ଅବସ୍ଥାନ କରିଥିଲା।

Se kapitlet Kopi




2 ବଂଶାବଳୀ 14:1

Følg os:

Annoncer


Annoncer