Online Bibel

- Annoncer -




2 ବଂଶାବଳୀ 14:11 - ଓଡିଆ ବାଇବେଲ

11 ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୁ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନିକଟରେ ଡାକ ପକାଇ କହିଲେ, ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ଵର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”

Se kapitlet Kopi

ପବିତ୍ର ବାଇବଲ

11 ଆସା ତାଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ଡାକ ପକାଇଲେ ଓ କହିଲେ, “ସଦାପ୍ରଭୁ, ତୁମ୍ଭ ପାଇଁ ଶକ୍ତିହୀନ ଲୋକଙ୍କୁ ସାହାଯ୍ୟ କରିବା ଯେତିକି ସହଜ ଶକ୍ତିଶାଳୀ ଲୋକଙ୍କୁ ସାହାଯ୍ୟ କରିବା ସେତିକି ସହଜ। ଆମ୍ଭମାନଙ୍କୁ ସାହାଯ୍ୟ କର। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ। ଏହି ବିଶାଳ ସୈନ୍ୟବାହିନୀ ବିପକ୍ଷରେ ଥିଲେ ହେଁ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁ! ତୁମ୍ଭେ, ତୁମ୍ଭ ବିରୁଦ୍ଧରେ କାହାରିକୁ ଜୟ ଲାଭ କରିବାକୁ ଦିଅ ନାହିଁ।”

Se kapitlet Kopi




2 ବଂଶାବଳୀ 14:11

Følg os:

Annoncer


Annoncer