Online Bibel

- Annoncer -




2 ବଂଶାବଳୀ 15:8 - ଓଡିଆ ବାଇବେଲ

8 ଏଥିରେ ଆସା ଏହିସବୁ କଥା ଓ ଓଦେଦ୍‍ ଭବିଷ୍ୟଦ୍‍ବକ୍ତାର ଭବିଷ୍ୟତ୍‍ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନ୍‍ର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଥିରେ ଆସା ଏହିସବୁ କଥା ଓ ଓଦେଦ୍ ଭବିଷ୍ୟଦ୍-ବକ୍ତାର ଭବିଷ୍ୟତ୍ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବରଣ୍ତା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିରେ ଆସା ଏହିସବୁ କଥା ଓ ଓଦେଦ୍‍ ଭବିଷ୍ୟଦ୍‍ବକ୍ତାର ଭବିଷ୍ୟତ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନ୍‍ର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।

Se kapitlet Kopi

ପବିତ୍ର ବାଇବଲ

8 ଆସା ଓବେଦ୍ ଭବିଷ୍ୟ‌ଦ୍‌ବକ୍ତାଙ୍କଠାରୁ ଏହି ସମସ୍ତ ବାର୍ତ୍ତା ଶୁଣି ଉତ୍ସାହ ଅନୁଭବ କଲେ। ଏହା ପରେ ସେ ଯିହୁଦା ଓ ବିନ୍ୟାମୀନର ସମସ୍ତ ଅଞ୍ଚଳରୁ ଘୃଣ୍ୟ ପ୍ରତିମାଗୁଡ଼ିକ ଦୂର କରିଦେଲେ। ଆସା ଇଫ୍ରୟି‌ମର ପାର୍ବତ୍ୟମୟ ଦେଶର ଯେଉଁ ସହରଗୁଡ଼ିକ ଅଧିକାର କରିଥିଲେ, ସେହି ସହରଗୁଡ଼ିକରୁ ମଧ୍ୟ ସେହି ଘୃଣ୍ୟ ପ୍ରତିମାଗୁଡ଼ିକ ବାହାର କରିଦେଲେ। ଆଉ ସେ ସଦାପ୍ରଭୁଙ୍କ ମନ୍ଦିରର ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ମରାମତି କଲେ।

Se kapitlet Kopi




2 ବଂଶାବଳୀ 15:8

Følg os:

Annoncer


Annoncer