Online Bibel

- Annoncer -




2 ବଂଶାବଳୀ 16:10 - ଓଡିଆ ବାଇବେଲ

10 ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

10 ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ଵିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଦୌରାତ୍ମ୍ୟ କଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।

Se kapitlet Kopi

ପବିତ୍ର ବାଇବଲ

10 ହନାନି ଏହିପରି କଥା କହିବାରୁ ଆସା ତାଙ୍କ ଉପରେ କ୍ରୋଧ କଲେ। ଆସା ଏତେ ରାଗିଗଲେ ଯେ, ସେ ହାନାନିଙ୍କୁ ବନ୍ଦୀଶାଳାରେ ନିକ୍ଷେପ କଲେ। ସେହି ସମୟରେ ଆସା ଆଉ କେତେଜଣ ବ୍ୟକ୍ତିଙ୍କ ପ୍ରତି ମଧ୍ୟ ନିଷ୍ଠୁର ଥିଲେ।

Se kapitlet Kopi




2 ବଂଶାବଳୀ 16:10

Følg os:

Annoncer


Annoncer