2 ବଂଶାବଳୀ 16:13 - ଓଡିଆ ବାଇବେଲ13 ଆଉ ଆସା ଆପଣା ରାଜତ୍ଵର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ କବର ପ୍ରାପ୍ତ ହେଲେ। Se kapitletପବିତ୍ର ବାଇବଲ (Re-edited) - (BSI)13 ଆଉ ଆସା ଆପଣା ଅଧିକାରର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ ଶୟନ କଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ଆସା ଆପଣା ରାଜତ୍ଵର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ। Se kapitletପବିତ୍ର ବାଇବଲ13 ଆସା ତାଙ୍କର ରାଜତ୍ୱର ଏକଗ୍ଭଳିଶତମ ବର୍ଷରେ ମୃତ୍ୟୁବରଣ କଲେ। ଆଉ ଆସା ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବର ପାଇଲେ। Se kapitlet |