Online Bibel

- Annoncer -




2 ବଂଶାବଳୀ 18:22 - ଓଡିଆ ବାଇବେଲ

22 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

22 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”

Se kapitlet Kopi

ପବିତ୍ର ବାଇବଲ

22 “ଏଣୁ ହେ ଆହାବ, ଦେଖନ୍ତୁ, ସଦାପ୍ରଭୁ ଆପଣଙ୍କ ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ମୁଖରେ ଏକ ମିଥ୍ୟାବାଦୀର ଆତ୍ମା ଦେଇଛନ୍ତି, ସଦାପ୍ରଭୁ କହିଛନ୍ତି ଯେ, ତୁମ୍ଭ ପ୍ରତି ଅମଙ୍ଗଳ ହିଁ ଘଟିବ।”

Se kapitlet Kopi




2 ବଂଶାବଳୀ 18:22

Følg os:

Annoncer


Annoncer