Online Bibel

- Annoncer -




2 ବଂଶାବଳୀ 19:5 - ଓଡିଆ ବାଇବେଲ

5 ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀରବେଷ୍ଟିତ ନଗର ସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀରବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।

Se kapitlet Kopi

ପବିତ୍ର ବାଇବଲ

5 ଯିହୋଶାଫଟ୍ ଯିହୁଦାର ସମସ୍ତ ନଗରରେ ବିଗ୍ଭରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। ଯିହୁଦାର ପ୍ରତିଟି ସୁଦୃଢ଼ ଦୁର୍ଗରେ ରହିବା ନିମନ୍ତେ ସେ ବିଗ୍ଭରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।

Se kapitlet Kopi




2 ବଂଶାବଳୀ 19:5

Følg os:

Annoncer


Annoncer