Online Bibel

- Annoncer -




2 ବଂଶାବଳୀ 2:6 - ଓଡିଆ ବାଇବେଲ

6 ମାତ୍ର ତାହାଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ କିଏ ସମର୍ଥ ? ଯେହେତୁ ସ୍ୱର୍ଗ ଓ ସ୍ୱର୍ଗର ସ୍ୱର୍ଗ ହିଁ ତାହାଙ୍କୁ ଧାରଣ କରି ନ ପାରେ; ତେବେ ମୁଁ କିଏ ଯେ, ତାହାଙ୍କ ପାଇଁ ଗୃହ ନିର୍ମାଣ କରିବି ? କେବଳ ତାହାଙ୍କ ସମ୍ମୁଖରେ ଧୂପ ଜ୍ୱଳାଇବା ପାଇଁ ତାହା କରିବି।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ତାହାଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ କିଏ ସମର୍ଥ? ଯେହେତୁ ସ୍ଵର୍ଗ ଓ ସ୍ଵର୍ଗର ସ୍ଵର୍ଗ ହିଁ ତାହାଙ୍କୁ ଧାରଣ କରି ନ ପାରେ; ତେବେ ମୁଁ କିଏ ଯେ, ତାହାଙ୍କ ପାଇଁ ଗୃହ ନିର୍ମାଣ କରିବି? କେବଳ ତାହାଙ୍କ ସମ୍ମୁଖରେ ଧୂପ ଜ୍ଵଳାଇବା ପାଇଁ ତାହା କରିବି।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ତାହାଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ କିଏ ସମର୍ଥ? ଯେହେତୁ ସ୍ୱର୍ଗ ଓ ସ୍ୱର୍ଗର ସ୍ୱର୍ଗ ହିଁ ତାହାଙ୍କୁ ଧାରଣ କରି ନ ପାରେ; ତେବେ ମୁଁ କିଏ ଯେ, ତାହାଙ୍କ ପାଇଁ ଗୃହ ନିର୍ମାଣ କରିବି? କେବଳ ତାହାଙ୍କ ସମ୍ମୁଖରେ ଧୂପ ଜ୍ୱଳାଇବା ପାଇଁ ତାହା କରିବି।

Se kapitlet Kopi

ପବିତ୍ର ବାଇବଲ

6 ବାସ୍ତବରେ କୌଣସି ବ୍ୟକ୍ତି ଆମ୍ଭର ପରମେଶ୍ୱରଙ୍କୁ ଭିତରେ ରଖିବା ପାଇଁ ଏକ ଗୃହ ନିର୍ମାଣ କରି ପାରିବ ନାହିଁ। ଏପରିକି ସ୍ୱର୍ଗ ବା ସର୍ବୋଚ୍ଚ ସ୍ୱର୍ଗ ମଧ୍ୟ ତାଙ୍କୁ ଧାରଣ କରି ପାରିବ ନାହିଁ। ମୁଁ ମଧ୍ୟ ପରମେଶ୍ୱରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରି ପାରିବି ନାହିଁ। କେବଳ ତାଙ୍କଠାରେ ନୈବେଦ୍ୟ ଉତ୍ସର୍ଗ କରିବା ପାଇଁ ଏକ ସ୍ଥାନ ନିର୍ମାଣ କରିପାରେ।

Se kapitlet Kopi




2 ବଂଶାବଳୀ 2:6

Følg os:

Annoncer


Annoncer