Online Bibel

- Annoncer -




2 ବଂଶାବଳୀ 20:10 - ଓଡିଆ ବାଇବେଲ

10 ଏବେ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣକୁ ଦେଖ, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଏହି ଲୋକମାନଙ୍କୁ ଆକ୍ରମଣ କରିବା ପାଇଁ ତୁମ୍ଭେ ସେମାନଙ୍କୁ ଦେଲ ନାହିଁ, ମାତ୍ର ସେମାନେ ଏହି ଲୋକମାନଙ୍କ ନିକଟରୁ ଅନ୍ୟ ପଥରେ ଯାଇ ଏମାନଙ୍କୁ ବିନାଶ କଲେ ନାହିଁ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

10 ଏବେ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣକୁ ଦେଖ, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଏହି ଲୋକମାନଙ୍କୁ ଆକ୍ରମଣ କରିବା ପାଇଁ ତୁମ୍ଭେ ସେମାନଙ୍କୁ ଦେଲ ନାହିଁ, ମାତ୍ର ସେମାନେ ଏହି ଲୋକମାନଙ୍କ ନିକଟରୁ ଅନ୍ୟ ପଥରେ ଯାଇ ଏମାନଙ୍କୁ ବିନାଶ କଲେ ନାହିଁ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏବେ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣକୁ ଦେଖ, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଏହି ଲୋକମାନଙ୍କୁ ଆକ୍ରମଣ କରିବା ପାଇଁ ତୁମ୍ଭେ ସେମାନଙ୍କୁ ଦେଲ ନାହିଁ, ମାତ୍ର ସେମାନେ ଏହି ଲୋକମାନଙ୍କ ନିକଟରୁ ଅନ୍ୟ ପଥରେ ଯାଇ ଏମାନଙ୍କୁ ବିନାଶ କଲେ ନାହିଁ।

Se kapitlet Kopi

ପବିତ୍ର ବାଇବଲ

10 “କିନ୍ତୁ ଦେଖ, ବର୍ତ୍ତମାନ ଏହି ସ୍ଥାନରେ ଅମ୍ମୋନ, ମୋୟାବ୍ ଓ ସେୟୀର ପର୍ବତ ନିକଟର ଲୋକମାନେ ଉପସ୍ଥିତ ହୋଇଛନ୍ତି। ଇସ୍ରାଏଲ ଲୋକମାନେ ଯେତେବେଳେ ମିଶରରୁ ବାହାରି ଆସିଲେ, ତୁମ୍ଭେ ସେମାନଙ୍କୁ ସେମାନଙ୍କର ଦେଶରେ ପ୍ରବେଶ କରିବାକୁ ଦେଲ ନାହିଁ। ତେଣୁ ଇସ୍ରାଏଲର ଲୋକମାନେ ପଳାଇଗଲେ ଓ ସେହି ଲୋକମାନଙ୍କୁ ମଧ୍ୟ ବିନଷ୍ଟ କଲ ନାହିଁ।

Se kapitlet Kopi




2 ବଂଶାବଳୀ 20:10

Følg os:

Annoncer


Annoncer