2 ବଂଶାବଳୀ 6:4 - ଓଡିଆ ବାଇବେଲ4 ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆପଣା ମୁଖରେ ମୋ’ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା, Se kapitletପବିତ୍ର ବାଇବଲ (Re-edited) - (BSI)4 ଆଉ ସେ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ, ସେ ଆପଣା ମୁଖରେ ମୋʼ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା, Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆପଣା ମୁଖରେ ମୋʼ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା, Se kapitletପବିତ୍ର ବାଇବଲ4 ଶଲୋମନ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କର ପ୍ରଶଂସା କର। ସଦାପ୍ରଭୁ ମୋ’ ପିତା ଦାଉଦଙ୍କ ସହିତ କଥା ହେବା ସମୟରେ ଯାହା କରିବା ନିମନ୍ତେ ପ୍ରତିଜ୍ଞା କରିଥିଲେ, ତାହା ସଫଳ କରିଛନ୍ତି। ସଦାପ୍ରଭୁ ପରମେଶ୍ୱର ଏହା କହିଥିଲେ: Se kapitlet |