Online Bibel

- Annoncer -




2 ବଂଶାବଳୀ 7:3 - ଓଡିଆ ବାଇବେଲ

3 ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ-ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।”

Se kapitlet Kopi

ପବିତ୍ର ବାଇବଲ

3 ଇସ୍ରାଏଲର ସମସ୍ତ ଲୋକ ସ୍ୱର୍ଗରୁ ଅଗ୍ନି ପଡ଼ିବା ଦେଖିଲେ। ଇସ୍ରାଏଲର ଲୋକମାନେ ମନ୍ଦିର ଉପରେ ସଦାପ୍ରଭୁଙ୍କ ମହିମାକୁ ମଧ୍ୟ ଦେଖି ପାରିଲେ। ସେମାନେ ଭୂମି ଉପରେ ସେମାନଙ୍କର ମୁଣ୍ଡ ନୁଆଇଁ ଭୂମିଷ୍ଠ ପ୍ରଣାମ କଲେ। ସେମାନେ ସଦାପ୍ରଭୁଙ୍କର ଉପାସନା ଓ ଧନ୍ୟବାଦ କଲେ। ସେମାନେ ଗାଇଲେ, “ସଦାପ୍ରଭୁ ଉତ୍ତମ ଅଟନ୍ତି ଓ ତାଙ୍କର ଦୟା ଚିରକାଳ ନିମନ୍ତେ ଅବିରତ ରହିଥାଏ।”

Se kapitlet Kopi




2 ବଂଶାବଳୀ 7:3

Følg os:

Annoncer


Annoncer