Online Bibel

- Annoncer -




2 ବଂଶାବଳୀ 8:11 - ଓଡିଆ ବାଇବେଲ

11 ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେଉଁ ଯେଉଁ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେ ଯେ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, “ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେଉଁ ଯେଉଁ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର।”

Se kapitlet Kopi

ପବିତ୍ର ବାଇବଲ

11 ଶଲୋମନ ଦାଉଦଙ୍କ ନଗରରୁ ଫାରୋଙ୍କର କନ୍ୟାଙ୍କୁ ତାଙ୍କ ନିମନ୍ତେ ସେ ନିର୍ମିତ କରିଥିବା ଗୃହକୁ ଆଣିଲେ। ଶଲୋମନ କହିଲେ, “ମୋର ସ୍ତ୍ରୀ ଇସ୍ରାଏଲର ରାଜା ଦାଉଦଙ୍କ ଗୃହରେ ବାସ କରିବ ନାହିଁ, କାରଣ ଯେଉଁ ସ୍ଥାନରେ ସଦାପ୍ରଭୁ ପରମେଶ୍ୱରଙ୍କର ବିଶେଷ ସିନ୍ଦୁକ ଥିଲା, ତାହା ପବିତ୍ର ସ୍ଥାନ ଅଟେ।”

Se kapitlet Kopi




2 ବଂଶାବଳୀ 8:11

Følg os:

Annoncer


Annoncer