Online Bibel

- Annoncer -




2 ଶାମୁୟେଲ 11:2 - ଓଡିଆ ବାଇବେଲ

2 ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

2 ଅନନ୍ତର ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।

Se kapitlet Kopi

ପବିତ୍ର ବାଇବଲ

2 ଥରେ ସନ୍ଧ୍ୟା ସମୟରେ ଦାଉଦ ବିଛଣାରୁ ଉଠି ଛାତ ଉପରେ ବୁଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସେହି ସ୍ତ୍ରୀ ଜଣକ ଅତି ସୁନ୍ଦରୀ ଥିଲା।

Se kapitlet Kopi




2 ଶାମୁୟେଲ 11:2

Følg os:

Annoncer


Annoncer