2 ଶାମୁୟେଲ 11:4 - ଓଡିଆ ବାଇବେଲ4 ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା। Se kapitletପବିତ୍ର ବାଇବଲ (Re-edited) - (BSI)4 ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେ ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା। Se kapitletପବିତ୍ର ବାଇବଲ4 ଦାଉଦ ବତ୍ଶେବାକୁ ଡାକିବା ପାଇଁ ଦୂତ ପଠାଇଲେ ଏବଂ ଯେତେବେଳେ ସେ ଆସିଲେ। ସେହି ସ୍ତ୍ରୀ ସହିତ ଶୟନ କଲେ। ସେ ସମୟରେ ସେହି ସ୍ତ୍ରୀଲୋକଟି ଋତୁସ୍ନାନ କରିଥିଲା। ତେଣୁ ସେ ନିଜର ଗୃହକୁ ଫେରିଗଲା। Se kapitlet |