Online Bibel

- Annoncer -




2 ଶାମୁୟେଲ 3:26 - ଓଡିଆ ବାଇବେଲ

26 ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍‍ନରର ପଛରେ ବାର୍ତ୍ତାବହ ପଠାନ୍ତେ, ସେମାନେ ସିରା କୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

26 ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍ନରର ପଛରେ ଦୂତଗଣ ପଠାନ୍ତେ, ସେମାନେ ସିରାକୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍‍ନରର ପଛରେ ବାର୍ତ୍ତାବହ ପଠାନ୍ତେ, ସେମାନେ ସିରା କୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ।

Se kapitlet Kopi

ପବିତ୍ର ବାଇବଲ

26 ଯୋୟାବ ଦାଉଦଙ୍କ ନିକଟରୁ ଆସିଲେ ଏବଂ ସିରା ନିକଟରେ ଥିବା ଅ‌‌ବ୍‌‌ନର‌ଙ୍କ ନିକଟକୁ ଦୂତ ପଠାଇଲେ। ଦୂତଗଣ ସିରାର କୂଅ ନିକଟରୁ ଅ‌‌ବ୍‌‌ନର‌କୁ ଫେରାଇ ଆଣିଲେ। କିନ୍ତୁ ଏ କଥା ଦାଉଦଙ୍କୁ ଅଜଣା ଥିଲା।

Se kapitlet Kopi




2 ଶାମୁୟେଲ 3:26

Følg os:

Annoncer


Annoncer