Online Bibel

- Annoncer -




2 ଶାମୁୟେଲ 5:23 - ଓଡିଆ ବାଇବେଲ

23 ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠି ଯାଅ ନାହିଁ; ସେମାନଙ୍କ ପଶ୍ଚାତ୍‍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

23 ତହିଁରେ ଦାଉଦ ସଦାପ୍ରଭୁଙ୍କୁ ପଚାରନ୍ତେ ସେ କହିଲେ, ତୁମ୍ଭେ ଉଠି ନ ଯାଅ; ସେମାନଙ୍କ ପଶ୍ଚାତ୍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠିଯାଅ ନାହିଁ; ସେମାନଙ୍କ ପଶ୍ଚାତ୍‍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।

Se kapitlet Kopi

ପବିତ୍ର ବାଇବଲ

23 ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ ଏବଂ ତା'ପରେ ସଦାପ୍ରଭୁ ତାଙ୍କୁ କହିଲେ, “ସେଠାରେ ଆଗକୁ ଯାଅ ନାହିଁ। ତୁମ୍ଭେମାନେ ସେମାନଙ୍କ ପଛରେ ଯାଅ ଏବଂ ତୂ‌ତ୍‌ବୃକ୍ଷ ଆର ପାର୍ଶ୍ୱରେ ସେମାନଙ୍କୁ ପଛପଟୁ ଆକ୍ରମଣ କର।

Se kapitlet Kopi




2 ଶାମୁୟେଲ 5:23

Følg os:

Annoncer


Annoncer