2 ଶାମୁୟେଲ 7:7 - ଓଡିଆ ବାଇବେଲ7 ଆମ୍ଭେ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେଉଁ ସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକ ଇସ୍ରାଏଲକୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା ଦେଇଥିଲୁ, ଇସ୍ରାଏଲର ଏପରି କୌଣସି ବଂଶକୁ, ତୁମ୍ଭେମାନେ କାହିଁକି ଆମ୍ଭ ନିମନ୍ତେ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କି ଆମ୍ଭେ କହିଅଛୁ ?” Se kapitletପବିତ୍ର ବାଇବଲ (Re-edited) - (BSI)7 ଆମ୍ଭେ ସମୁଦାୟ ଇସ୍ରାଏଲ-ସନ୍ତାନ ସହିତ ଯେସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକ ଇସ୍ରାଏଲକୁ ପାଳନ କରିବା ପାଇଁଯେଉଁମାନଙ୍କୁ ଆଜ୍ଞା ଦେଇଥିଲୁ, ଇସ୍ରାଏଲର ଏପରି କୌଣସି ବଂଶକୁ, ତୁମ୍ଭେମାନେ କିହେତୁ ଆମ୍ଭ ପାଇଁ ଏରସ କାଷ୍ଠଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କି ଆମ୍ଭେ କହିଅଛୁ? Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭେ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେଉଁସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକ ଇସ୍ରାଏଲକୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା ଦେଇଥିଲୁ, ଇସ୍ରାଏଲର ଏପରି କୌଣସି ବଂଶକୁ, ତୁମ୍ଭେମାନେ କାହିଁକି ଆମ୍ଭ ନିମନ୍ତେ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କି ଆମ୍ଭେ କହିଅଛୁ?’ Se kapitletପବିତ୍ର ବାଇବଲ7 ମୁଁ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେ ସବୁ ସ୍ଥାନକୁ ଗମନାଗମନ କଲି, ମୁଁ ମୋର ଇସ୍ରାଏଲର ଏହିପରି କୌଣସି ପରିବାରବର୍ଗ ମୋ’ ପାଇଁ ଏରସ କାଠରେ ଏକ ସୁନ୍ଦର ଗୃହ ନିର୍ମାଣ କରିବାକୁ କହି ନାହିଁ।’ Se kapitlet |