2 ଶାମୁୟେଲ 8:14 - ଓଡିଆ ବାଇବେଲ14 ପୁଣି ସେ ଇଦୋମ ଦେଶରେ ପ୍ରହରୀଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ। Se kapitletପବିତ୍ର ବାଇବଲ (Re-edited) - (BSI)14 ପୁଣି ସେ ଇଦୋମ ଦେଶରେ ପ୍ରହରୀଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି ସେ ଇଦୋମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀ-ଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ। Se kapitletପବିତ୍ର ବାଇବଲ14 ଦାଉଦ ଦୁର୍ଗ ରକ୍ଷକ ସେନାଙ୍କୁ ଇଦୋମରେ ମୁତୟନ କଲେ। ସେ ଇଦୋମ ସାରା ବହୁତ ଦୁର୍ଗ ରକ୍ଷକ ସେନାଙ୍କୁ ମୁତୟନ କଲେ। ସମସ୍ତ ଇଦୋମୀୟଗଣ ଦାଉଦଙ୍କର ଦାସ ହେଲେ। ଦାଉଦ ଯେଉଁଠିକି ଗଲେ ସଦାପ୍ରଭୁ ତାଙ୍କୁ ବିଜୟୀ କଲେ। Se kapitlet |