Online Bibel

- Annoncer -




୨ ଥେସଲନୀକୀୟ 2:15 - ଓଡିଆ ବାଇବେଲ

15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହି ସବୁ ଧରି ରଖ ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି ଆମ୍ଭମାନଙ୍କ ବାକ୍ୟ କିମ୍ଵା ପତ୍ର ଦ୍ଵାରା ତୁମ୍ଭେମାନେ ଯେଉଁ ଶିକ୍ଷା ପ୍ରାପ୍ତ ହୋଇଅଛ, ସେହିସବୁ ଧରି ରଖ।

Se kapitlet Kopi

ପବିତ୍ର ବାଇବଲ (CL) NT (BSI)

15 ତେଣୁ ହେ ଭାଇମାନେ, ଆମ ପ୍ରଚାର ଓ ଆମ ପତ୍ରରେ ଆମେ ତୁମ୍ଭମାନଙ୍କ ନିକଟରେ ଯେଉଁ ସତ୍ୟ ପ୍ରକାଶ କରିଛୁ, ତାହାକୁ ଦୃଢ଼ ଭାବରେ ଧରି ରଖ; ସେଥିରେ ଅବିଚଳିତ ରୁହ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହିସବୁ ଧରି ରଖ।

Se kapitlet Kopi

ପବିତ୍ର ବାଇବଲ

15 ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ୱାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ୱାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ୟମରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ।

Se kapitlet Kopi




୨ ଥେସଲନୀକୀୟ 2:15

Følg os:

Annoncer


Annoncer