Online Bibel

- Annoncer -




୨ ଥେସଲନୀକୀୟ 3:18 - ଓଡିଆ ବାଇବେଲ

18 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

18 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।

Se kapitlet Kopi

ପବିତ୍ର ବାଇବଲ (CL) NT (BSI)

18 ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମେ ସମସ୍ତେ ଜୀବନରେ ଅନୁଭବ କର।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।

Se kapitlet Kopi

ପବିତ୍ର ବାଇବଲ

18 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।

Se kapitlet Kopi




୨ ଥେସଲନୀକୀୟ 3:18

Følg os:

Annoncer


Annoncer