ପ୍ରେରିତ 1:7 - ଓଡିଆ ବାଇବେଲ7 ସେ ସେମାନଙ୍କୁ କହିଲେ, ''ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତାର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ । Se kapitletପବିତ୍ର ବାଇବଲ (Re-edited) - (BSI)7 ସେ ସେମାନଙ୍କୁ କହିଲେ, ଯେସମସ୍ତ କାଳ କି ସମୟ ପିତା ସ୍ଵକର୍ତ୍ତୃତ୍ଵର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କର ଜାଣିବା ବିଷୟ ନୁହେଁ। Se kapitletପବିତ୍ର ବାଇବଲ (CL) NT (BSI)7 ଯୀଶୁ କହିଲେ, “ସମୟ ଓ ମୁହୂର୍ତ୍ତକୁ ମୋ’ ପିତା ତାଙ୍କ କର୍ତ୍ତୃତ୍ୱାଧୀନ କରି ରଖିଛନ୍ତି। ଏସବୁ କେବେ ଘଟିବ, ତୁମ୍ଭମାନଙ୍କ ଜାଣିବା ଆବଶ୍ୟକ ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ସେମାନଙ୍କୁ କହିଲେ, “ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତା ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ। Se kapitletପବିତ୍ର ବାଇବଲ7 ଯୀଶୁ ସେମାନଙ୍କୁ କହିଲେ, “କେବଳ ପରମେଶ୍ୱରଙ୍କର ଅଧିକାର ଅଛି ଯେ, ସେ ତାରିଖ ଓ ସମୟ ଗୁଡ଼ିକ ବିଷୟରେ ନିଷ୍ପତ୍ତି ଗ୍ରହଣ କରି ପାରିବେ। ତୁମ୍ଭେମାନେ ସେ ବିଷୟରେ ଜାଣି ପାରିବ ନାହିଁ। Se kapitlet |