ଉପଦେଶକ 4:4 - ଓଡିଆ ବାଇବେଲ4 ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର। Se kapitletପବିତ୍ର ବାଇବଲ (Re-edited) - (BSI)4 ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର। Se kapitletପବିତ୍ର ବାଇବଲ4 ଏହା ପରେ ମୁଁ ଭାବିଲି, “କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି?” ମୁଁ ଦେଖିଲି ଲୋକମାନେ ଜୀବନରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସେମାନେ କେବେ ଗ୍ଭହାନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ୟ ଅଟେ। Se kapitlet |