Online Bibel

- Annoncer -




ଉପଦେଶକ 8:14 - ଓଡିଆ ବାଇବେଲ

14 ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, “ଏହା ହିଁ ଅସାର।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

14 ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକ-ମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର।

Se kapitlet Kopi

ପବିତ୍ର ବାଇବଲ

14 ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ। କେବେ କେବେ ଧାର୍ମିକମାନଙ୍କୁ ଏପରି ବ୍ୟବହାର କରାଯାଏ, ସତେ ଯେପରି ସେମାନେ ଦୁଷ୍ଟ ଭାବରେ କାର୍ଯ୍ୟ କରିଛନ୍ତି। ସମୟ ସମୟରେ ଦୁଷ୍ଟ ଲୋକମାନଙ୍କୁ ଏମିତି ବ୍ୟବହାର କରାଯାଏ, ସତେ ଯେପରି ସେମାନେ ନ୍ୟାୟଚିତ କାର୍ଯ୍ୟ କରିଛନ୍ତି। ତା'ପରେ ମୁଁ କହିଲି, ଏହା ଅସାର ଅଟେ।

Se kapitlet Kopi




ଉପଦେଶକ 8:14

Følg os:

Annoncer


Annoncer