ଏଫିସୀୟ 3:12 - ଓଡିଆ ବାଇବେଲ12 ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ୱରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ । Se kapitletପବିତ୍ର ବାଇବଲ (Re-edited) - (BSI)12 ସେହି ପ୍ରଭୁଙ୍କଠାରେ ବିଶ୍ଵାସ କରିବା ଦ୍ଵାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି ଈଶ୍ଵରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ। Se kapitletପବିତ୍ର ବାଇବଲ (CL) NT (BSI)12 ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଥିବାରୁ ଓ ତାଙ୍କଠାରେ ବିଶ୍ୱାସ କରୁଥିବାରୁ ଭରସାର ସହିତ ଈଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ଏବେ ସାହସ ଅଛି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ବରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ। Se kapitletପବିତ୍ର ବାଇବଲ12 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା, ନିର୍ଭୟରେ ପରମେଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ସ୍ୱାଧୀନତା ଅଛି। Se kapitlet |