ଏଫିସୀୟ 4:9 - ଓଡିଆ ବାଇବେଲ9 (ସେ ଆରୋହଣ କଲେ ବୋଲି କହିଲେ ଅର୍ଥ କ'ଣ? ନା, ସେ ମଧ୍ୟ ନିଚସ୍ଥ ପୃଥିବୀକୁ ଅବତରଣ କରିଥିଲେ । Se kapitletପବିତ୍ର ବାଇବଲ (Re-edited) - (BSI)9 (ସେ ଆରୋହଣ କଲେ ବୋଲି କହିବାର ଅର୍ଥ କଅଣ? ନା, ସେ ମଧ୍ୟ ନୀଚସ୍ଥ ପୃଥିବୀକୁ ଅବତରଣ କରିଥିଲେ। Se kapitletପବିତ୍ର ବାଇବଲ (CL) NT (BSI)9 “ସେ ଉଦ୍ଧ୍ୱର୍କୁ ଆରୋହଣ କଲେ”, ଏହାର ଅର୍ଥ କ’ଣ? ଏହାର ଅର୍ଥ, ପ୍ରଥମେ ସେ ପୃଥିବୀର ନିମ୍ନତମ ସ୍ଥାନମାନଙ୍କୁ ଅବତରଣ କରିଥିଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 (ସେ ଆରୋହଣ କଲେ ବୋଲି କହିବାର ଅର୍ଥ କଅଣ? ନା, ସେ ମଧ୍ୟ ନୀଚସ୍ଥ ପୃଥିବୀକୁ ଅବତରଣ କରିଥିଲେ। Se kapitletପବିତ୍ର ବାଇବଲ9 “ଉଚ୍ଚକୁ ଗଲେ” କହିବାର ଅର୍ଥ ଯେ, ସେ ପ୍ରଥମେ ପୃଥିବୀର ନୀଚ୍ଚ ସ୍ଥାନକୁ ଆସିଥିଲେ। Se kapitlet |