ଯିରିମୀୟ 19:8 - ଓଡିଆ ବାଇବେଲ8 ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶବ୍ଦ କରିବ। Se kapitletପବିତ୍ର ବାଇବଲ (Re-edited) - (BSI)8 ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶଦ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶଦ୍ଦ କରିବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶବ୍ଦ କରିବ। Se kapitletପବିତ୍ର ବାଇବଲ8 ଆମ୍ଭେ ଏହି ନଗରୀକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିବା। ଯେତେବେଳେ ଲୋକମାନେ ଯିରୁଶାଲମ ଦେଇ ଯିବେ, ସେମାନେ ଯାହା ଦେଖିବେ ସେଥିରେ ଆଘାତ ପାଇବେ। ଯେତେବେଳେ ସେମାନେ ଧ୍ୱସ୍ତ ନଗରୀକୁ ଦେଖିବେ, ସେମାନେ ଆତଙ୍କିତ ହେବେ ଓ ବୀଭିଷିକା ପ୍ରକାଶ କରିବା ପାଇଁ ଶୀସ୍ ଶବ୍ଦ କରିବେ। Se kapitlet |