ଯିରିମୀୟ 23:16 - ଓଡିଆ ବାଇବେଲ16 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ। Se kapitletପବିତ୍ର ବାଇବଲ (Re-edited) - (BSI)16 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ। Se kapitletପବିତ୍ର ବାଇବଲ16 ପୁଣି ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍ବକ୍ତାଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ। ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି। ସେମାନେ କେବଳ ନିଜ ହୃଦୟର ଦର୍ଶନ କଥା କହନ୍ତି। ମାତ୍ର ସେମାନେ ସଦାପ୍ରଭୁଙ୍କର ମୁଖର କଥା କହନ୍ତି ନାହିଁ। Se kapitlet |