Online Bibel

- Annoncer -




ଯିରିମୀୟ 25:31 - ଓଡିଆ ବାଇବେଲ

31 ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,” ଏହା ସଦାପ୍ରଭୁ କହନ୍ତି।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

31 ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ଵନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ଼୍‍ଗରେ ସମର୍ପଣ କରିବେ, ଏହା ସଦାପ୍ରଭୁ କହନ୍ତି।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,’ ଏହା ସଦାପ୍ରଭୁ କହନ୍ତି।

Se kapitlet Kopi

ପବିତ୍ର ବାଇବଲ

31 ସମଗ୍ର ପୃଥିବୀରେ ଏକ ଧ୍ୱନି ବ୍ୟାପିଯିବ। କାରଣ ପୃଥିବୀର ସମସ୍ତ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର କ୍ରୋଧ ଅଛି। ସେ ସେମାନଙ୍କର ବିଗ୍ଭର କରି ଶାସ୍ତି ଦେବେ। ପୁଣି ସେ ଦୁଷ୍ଟାଗ୍ଭରୀମାନଙ୍କୁ ‌‌ ଖ‌ଡ଼୍‌ଗରେ ସମର୍ପଣ କରିବେ।’” ଏହା ସଦାପ୍ରଭୁ କହନ୍ତି।

Se kapitlet Kopi




ଯିରିମୀୟ 25:31

Følg os:

Annoncer


Annoncer