Online Bibel

- Annoncer -




ଯିରିମୀୟ 30:14 - ଓଡିଆ ବାଇବେଲ

14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରିଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।

Se kapitlet Kopi

ପବିତ୍ର ବାଇବଲ

14 ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ। ମାତ୍ର ‘ବନ୍ଧୁମାନେ’ ତୁମ୍ଭକୁ ପାଶୋରି ଅଛନ୍ତି। ସେମାନେ ତୁମ୍ଭକୁ ମନେ ପକାନ୍ତି ନାହିଁ। କାରଣ ତୁମ୍ଭର ବହୁ ଅଧର୍ମ ଓ ବହୁ ପାପ ଯୋଗୁଁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।

Se kapitlet Kopi




ଯିରିମୀୟ 30:14

Følg os:

Annoncer


Annoncer