ଯିରିମୀୟ 30:16 - ଓଡିଆ ବାଇବେଲ16 ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା। Se kapitletପବିତ୍ର ବାଇବଲ (Re-edited) - (BSI)16 ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ଵ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା। Se kapitletପବିତ୍ର ବାଇବଲ16 ଏଣୁ ଯେଉଁମାନେ ତୁମ୍ଭମାନଙ୍କୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ। ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକର ବନ୍ଦୀତ୍ୱ ସ୍ଥାନକୁ ଯିବେ। ଆଉ ଯେଉଁମାନେ ତୁମ୍ଭମାନଙ୍କୁ ଲୁଣ୍ଠନ କରନ୍ତି, ସେମାନେ ଲୁଣ୍ଠିତ ହେବେ। ଯେଉଁମାନେ ତୁମ୍ଭମାନଙ୍କର ଦ୍ରବ୍ୟ ଅପହରଣ କରନ୍ତି, ଆମ୍ଭେ ସେମାନଙ୍କର ଦ୍ରବ୍ୟ ଅପହରଣ କରାଇବା।” Se kapitlet |