ଯିରିମୀୟ 30:9 - ଓଡିଆ ବାଇବେଲ9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।’ Se kapitletପବିତ୍ର ବାଇବଲ (Re-edited) - (BSI)9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ। Se kapitletପବିତ୍ର ବାଇବଲ9 ଆଉ ସେମାନେ ବିଦେଶୀମାନଙ୍କର ସେବା କରିବେ ନାହିଁ। ସେମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କୁ ସେବା କରିବେ। ଆଉ ସେମାନଙ୍କ ପାଇଁ ପଠାଇଥିବା ରାଜା ଦାଉଦଙ୍କର ସେବା କରିବେ। Se kapitlet |