Online Bibel

- Annoncer -




ଯିରିମୀୟ 31:37 - ଓଡିଆ ବାଇବେଲ

37 ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇ ପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇ ପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରି ଦେବା,” ଏହା ସଦାପ୍ରଭୁ କହନ୍ତି।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

37 ସଦାପ୍ରଭୁ ଏହି କଥା କହନ୍ତି: ଯେବେ ଊର୍ଦ୍ଧ୍ଵସ୍ଥ ଆକାଶମଣ୍ତଳ ପରିମିତ ହୋଇ ପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇ ପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ-ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରି ଦେବା, ଏହା ସଦାପ୍ରଭୁ କହନ୍ତି।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରିଦେବା,” ଏହା ସଦାପ୍ରଭୁ କହନ୍ତି।

Se kapitlet Kopi

ପବିତ୍ର ବାଇବଲ

37 ପୁଣି ସଦାପ୍ରଭୁ ଏହା କହନ୍ତି, “ଯଦି ଲୋକମାନେ ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ। ତାହାହେଲେ କେବଳ ଆମ୍ଭେ ମଧ୍ୟ ଇସ୍ରାଏଲର ବଂଶଧରଗଣ ଯାହା କଲେ ତାହା ପ୍ରତ୍ୟାଖାନ କରିଦେବା।” ଏହା ସଦାପ୍ରଭୁ କହନ୍ତି।

Se kapitlet Kopi




ଯିରିମୀୟ 31:37

Følg os:

Annoncer


Annoncer