ଯିରିମୀୟ 35:13 - ଓଡିଆ ବାଇବେଲ13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ ?’ Se kapitletପବିତ୍ର ବାଇବଲ (Re-edited) - (BSI)13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ? Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ? Se kapitletପବିତ୍ର ବାଇବଲ13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହିଲେ, “ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଆମ୍ଭର ବାକ୍ୟ ପ୍ରତି ଅବଧାନ କରି ଆମ୍ଭର ଶିକ୍ଷା ଗ୍ରହଣ କର।” Se kapitlet |