ଯିରିମୀୟ 35:4 - ଓଡିଆ ବାଇବେଲ4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନ୍ର ପୁତ୍ରମାନଙ୍କର କୋଠରିକୁ ନେଇଗଲି, ସେହି କୋଠରି ଶଲ୍ଲୁମ୍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରି ଉପରେ, ଅଧିପତିଗଣର କୋଠରି ନିକଟରେ ଥିଲା; Se kapitletପବିତ୍ର ବାଇବଲ (Re-edited) - (BSI)4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ଵରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକି ନେଇଗଲି, ସେହି କୋଠରୀ ଶଲ୍ଲୂମର ପୁତ୍ର ମାସେୟ ନାମକ ଦ୍ଵାରପାଳର କୋଠରୀ ଉପରେ, ଅଧିପତିଗଣର କୋଠରୀ ନିକଟରେ ଥିଲା; Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନ୍ର ପୁତ୍ରମାନଙ୍କର କୋଠରିକୁ ନେଇଗଲି, ସେହି କୋଠରି ଶଲ୍ଲୁମ୍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରି ଉପରେ, ଅଧିପତିଗଣର କୋଠରି ନିକଟରେ ଥିଲା; Se kapitletପବିତ୍ର ବାଇବଲ4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହକୁ ନେଇଗଲି। ମୁଁ ପରମେଶ୍ୱରଙ୍କ ଲୋକ ଯିଗ୍ଦଲିୟର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକୁ ଗଲି। ସେହି କୋଠରୀ ଶଲ୍ଲୂମର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରୀ ଉପରେ, ଅଧିପତିଗଣର କୋଠରୀ ନିକଟରେ ଥିଲା। Se kapitlet |