ଯିରିମୀୟ 36:30 - ଓଡିଆ ବାଇବେଲ30 ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନବେଳେ ଖରାରେ ଓ ରାତ୍ରିବେଳେ କାକରରେ ପକାଯିବ।’ Se kapitletପବିତ୍ର ବାଇବଲ (Re-edited) - (BSI)30 ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନବେଳେ ଖରାରେ ଓ ରାତ୍ରିବେଳେ କାକରରେ ପକାଯିବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନ ବେଳେ ଖରାରେ ଓ ରାତ୍ରି ବେଳେ କାକରରେ ପକାଯିବ। Se kapitletପବିତ୍ର ବାଇବଲ30 ଏଣୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ବଂଶଧର ରହିବେ ନାହିଁ। ଆଉ ତାହାର ମୃତ ଶରୀରକୁ ଦିନ ବେଳେ ଖରାରେ ଓ ରାତ୍ରି ବେଳା କାକରରେ ପକାଯିବ। Se kapitlet |