Online Bibel

- Annoncer -




ଯିରିମୀୟ 38:15 - ଓଡିଆ ବାଇବେଲ

15 ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋ’ କଥା ଶୁଣିବେ ନାହିଁ।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

15 ତେବେ ଯିରିମୀୟ ସିଦିକୀୟକୁ କହିଲେ, ମୁଁ ଯେବେ ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯେବେ ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ।”

Se kapitlet Kopi

ପବିତ୍ର ବାଇବଲ

15 ତହୁଁ ଯିରିମିୟ ସିଦିକିୟଙ୍କୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ ମୋତେ ନିଶ୍ଚୟ ବଧ କରିବେ। ଆଉ ମୁଁ ଯେବେ ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋ’ କଥା ଶୁଣିବେ ନାହିଁ।”

Se kapitlet Kopi




ଯିରିମୀୟ 38:15

Følg os:

Annoncer


Annoncer