ଯିରିମୀୟ 51:33 - ଓଡିଆ ବାଇବେଲ33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ। Se kapitletପବିତ୍ର ବାଇବଲ (Re-edited) - (BSI)33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ଵରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।” Se kapitletପବିତ୍ର ବାଇବଲ33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, “ବାବିଲ ଏକ ଶସ୍ୟ ମର୍ଦ୍ଦନ ଖଳା ସ୍ୱରୂପ ଆଉ ଅଳ୍ପ ସମୟରେ ଅମଳ ସମୟ ଆସିବ।” Se kapitlet |