ଯିରିମୀୟ 51:51 - ଓଡିଆ ବାଇବେଲ51 ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।” Se kapitletପବିତ୍ର ବାଇବଲ (Re-edited) - (BSI)51 ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ‘ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।’ Se kapitletପବିତ୍ର ବାଇବଲ51 “ଆମ୍ଭେ ଯିହୁଦାବାସୀ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ, ଆମ୍ଭେମାନେ ଅପମାନିତ ହୋଇଅଛୁ। କାରଣ ବିଦେଶୀମାନେ ସଦାପ୍ରଭୁଙ୍କର ମନ୍ଦିର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।” Se kapitlet |