ଯିରିମୀୟ 51:60 - ଓଡିଆ ବାଇବେଲ60 ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ। Se kapitletପବିତ୍ର ବାଇବଲ (Re-edited) - (BSI)60 ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ପୁସ୍ତକରେ ଲେଖିଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT60 ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ। Se kapitletପବିତ୍ର ବାଇବଲ60 ଆଉ ଯିରିମିୟ ବାବିଲର ଭବିଷ୍ୟତରେ ଘଟିବାକୁ ଥିବା ସମସ୍ତ ଅମଙ୍ଗଳ କଥା ଏକ ପୁସ୍ତକରେ ଲେଖିଲେ। Se kapitlet |