ଯିରିମୀୟ 52:30 - ଓଡିଆ ବାଇବେଲ30 ନବୂଖଦ୍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛ’ ଶତ ଲୋକ ଥିଲେ। Se kapitletପବିତ୍ର ବାଇବଲ (Re-edited) - (BSI)30 ନବୂଖଦ୍ନିତ୍ସରର ଅଧିକାରର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ୍ ଜଣ ଯିହୁଦୀଙ୍କି ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼଶତ ଲୋକ ଥିଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ନବୂଖଦ୍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼ ଶତ ଲୋକ ଥିଲେ। Se kapitletପବିତ୍ର ବାଇବଲ30 ପୁଣି ନବୂଖଦ୍ନିତ୍ସରର ରାଜତ୍ୱର ତ୍ରୟୋବିଂଶ ବର୍ଷରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସାତ ଶହ ପଇଁଗ୍ଭଳିଶ୍ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା। ସବୁ ମିଶି ଗ୍ଭରି ସହସ୍ର ଛଅ ଶହ ଲୋକ ଥିଲେ। Se kapitlet |