ବିଳାପ 4:2 - ଓଡିଆ ବାଇବେଲ2 ହାୟ ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାରର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି ! Se kapitletପବିତ୍ର ବାଇବଲ (Re-edited) - (BSI)2 ହାୟ ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି ! Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ହାୟ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାରର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି! Se kapitletପବିତ୍ର ବାଇବଲ2 ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ ସିୟୋନର ସନ୍ତାନଗଣ ଥିଲେ। ମାତ୍ର ଶତ୍ରୁମାନେ ସେମାନଙ୍କୁ କୁମ୍ଭକାରର ହସ୍ତକୃତ ମାଟି କଳସ ତୁଲ୍ୟ ଗଣନା କରିଛନ୍ତି। Se kapitlet |