ଲେବୀୟ ପୁସ୍ତକ 15:2 - ଓଡିଆ ବାଇବେଲ2 “ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯଦି ପୁରୁଷର ଶରୀରରେ ପ୍ରମେହ ରୋଗ ହୁଏ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ। Se kapitletପବିତ୍ର ବାଇବଲ (Re-edited) - (BSI)2 ଇସ୍ରାଏଲ-ସନ୍ତାନଗଣକୁ ବୋଲ ଓ ସେମାନଙ୍କୁ କୁହ, ପୁରୁଷର ଶରୀରରେ ପ୍ରମେହ ରୋଗ ହେଲେ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯଦି ପୁରୁଷର ଶରୀରରେ ପ୍ରମେହ ରୋଗ ହୁଏ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ। Se kapitletପବିତ୍ର ବାଇବଲ2 “ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯଦି କୌଣସି ପୁରୁଷର ଲିଙ୍ଗରୁ ଧାତୁ କ୍ଷରିତ ହୁଏ, ସେ ଅଶୁଚି ଘୋଷିତ ହେବା ଉଚିତ୍। Se kapitlet |