ଲେବୀୟ ପୁସ୍ତକ 20:20 - ଓଡିଆ ବାଇବେଲ20 ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ। Se kapitletପବିତ୍ର ବାଇବଲ (Re-edited) - (BSI)20 ଆଉ, ଯେବେ କେହି ଆପଣା ପିତୃବ୍ୟପନିୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ପାପ ବହିବେ; ସେମାନେ ନିଃସନ୍ତାନ ହୋଇ ମରିବେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ। Se kapitletପବିତ୍ର ବାଇବଲ20 “ଜଣେ ବ୍ୟକ୍ତି ନିଜ କକାର ସ୍ତ୍ରୀ ସହିତ ଯୌନ ସମ୍ପର୍କ ରଖିବ, ଏହା କରିବା ଦ୍ୱାରା ସେ ତାଙ୍କର କକାକୁ ଅସମ୍ମାନ ଦେଖାଇବ। ସେହି ସ୍ତ୍ରୀର ଶାରୀରିକ ସମ୍ପର୍କ, ସେ ଲୋକର କକା ପାଇଁ ଆରକ୍ଷିତା। ଉଭୟେ ପୁତୁରା ଓ ଖୁଢ଼ୀ ଅପରାଧ ପାଇଁ ଦଣ୍ଡିତ ହେବେ ଓ ସେମାନେ ନିଃସନ୍ତାନ ହୋଇ ମରିବେ। Se kapitlet |