Online Bibel

- Annoncer -




ଲେବୀୟ ପୁସ୍ତକ 25:22 - ଓଡିଆ ବାଇବେଲ

22 ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବାଯାଏ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।

Se kapitlet Kopi

ପବିତ୍ର ବାଇବଲ

22 ତୁମ୍ଭେମାନେ ଅଷ୍ଟମ ବର୍ଷରେ ଯେତେବେଳେ ବୁଣିବ ସେତେବେଳେ ତୁମ୍ଭେମାନେ ପୁରାତନ ଶସ୍ୟ ଖାଉଥିବ। ତୁମ୍ଭେମାନେ ନବମ ବର୍ଷ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେହି ପୁରାତନ ଶସ୍ୟ ଖାଇବ।

Se kapitlet Kopi




ଲେବୀୟ ପୁସ୍ତକ 25:22

Følg os:

Annoncer


Annoncer