Online Bibel

- Annoncer -




ଲେବୀୟ ପୁସ୍ତକ 25:55 - ଓଡିଆ ବାଇବେଲ

55 କାରଣ ଇସ୍ରାଏଲ ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

55 କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Se kapitlet Kopi

ପବିତ୍ର ବାଇବଲ

55 କାରଣ ଇସ୍ରାଏଲ ସନ୍ତାନଗଣ ଆମ୍ଭର ଦାସ। ଆମ୍ଭେ ସେମାନଙ୍କୁ ମିଶର ଦେଶରୁ ଦାସତ୍ୱରୁ ବାହାର କରି ଆଣିଅଛୁ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Se kapitlet Kopi




ଲେବୀୟ ପୁସ୍ତକ 25:55

Følg os:

Annoncer


Annoncer