ଲେବୀୟ ପୁସ୍ତକ 25:8 - ଓଡିଆ ବାଇବେଲ8 ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍, ସାତଗୁଣ ସାତବର୍ଷ ଗଣନା କରିବ; ତହିଁରେ ସେହି ସାତଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ। Se kapitletପବିତ୍ର ବାଇବଲ (Re-edited) - (BSI)8 ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍, ସାତଗୁଣ ସାତବର୍ଷ ଗଣନା କରିବ; ତହିଁରେ ସେହି ସାତଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍, ସାତ ଗୁଣ ସାତ ବର୍ଷ ଗଣନା କରିବ; ତହିଁରେ ସେହି ସାତ ଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ। Se kapitletପବିତ୍ର ବାଇବଲ8 “ଆଉ ତୁମ୍ଭେ ନିଜ ପାଇଁ ସାତ ବିଶ୍ରାମ ବର୍ଷ, ଅର୍ଥାତ୍ ସାତଗୁଣ ସାତ ବର୍ଷ ଗଣନା କରିବ, ତାହା ଦ୍ୱାରା ସେହି ସାତଗୁଣ ସାତ ବର୍ଷର ସମୟ ତୁମ୍ଭ ପାଇଁ ଅଣଗ୍ଭଶ ବର୍ଷ ହେବ। Se kapitlet |