ମୀଖା 2:9 - ଓଡିଆ ବାଇବେଲ9 ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ। Se kapitletପବିତ୍ର ବାଇବଲ (Re-edited) - (BSI)9 ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ। Se kapitletପବିତ୍ର ବାଇବଲ9 ଆମ୍ଭ ଲୋକମାନଙ୍କର ନାରୀଗଣଙ୍କୁ ସେମାନଙ୍କର ରମଣୀୟ ଗୃହଗୁଡ଼ିକର ତୁମ୍ଭେ ଅପହରଣ କରିଛ। ଆଉ ମଧ୍ୟ ତୁମ୍ଭେ ସେମାନଙ୍କର ଛୋଟ ସନ୍ତାନମାନଙ୍କଠାରୁ ମୋର ଗୌରବ ଚିରଦିନ ପାଇଁ କାଢ଼ି ନେଇଛ। Se kapitlet |