ମୀଖା 7:16 - ଓଡିଆ ବାଇବେଲ16 ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ। Se kapitletପବିତ୍ର ବାଇବଲ (Re-edited) - (BSI)16 ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ। Se kapitletପବିତ୍ର ବାଇବଲ16 ଗୋଷ୍ଠୀସକଳ ସେହି ସମସ୍ତ ଆଶ୍ଚର୍ଯ୍ୟ କର୍ମ ଦେଖି ଲଜ୍ଜିତ ହେବେ। ସେମାନଙ୍କର “ପରାକ୍ରମ” ଆମ୍ଭ ତୁଳନାରେ କିଛି ନୁହେଁ ବୋଲି ସେମାନେ ଅନୁଭବ କରିବେ। ସେମାନେ ଚଳିତ ହୋଇ ନିଜ ନିଜ ମୁଖରେ ହସ୍ତ ଦେବେ ଓ କର୍ଣ୍ଣକୁ ଆବୃତ କରିବେ, ଶୁଣିବାରୁ ନିବୃତ୍ତ ହେବେ। Se kapitlet |