ଗଣନା ପୁସ୍ତକ 1:52 - ଓଡିଆ ବାଇବେଲ52 ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ। Se kapitletପବିତ୍ର ବାଇବଲ (Re-edited) - (BSI)52 ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ଵଜା ନିକଟରେ ତମ୍ଵୁ ସ୍ଥାପନ କରିବେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ। Se kapitletପବିତ୍ର ବାଇବଲ52 ଇସ୍ରାଏଲୀୟ ଲୋକମାନେ ସେମାନଙ୍କର ଶିବିର ଅଲଗା ଅଲଗା ଦଳରେ ବିଭକ୍ତ କଲେ। ପ୍ରତ୍ୟେକର ନିଜ ଧ୍ୱଜା ରହିବା ଉଚିତ୍। Se kapitlet |